The Ultimate Managed Hosting Platform
ADVERTISEMENT

ହକି ଛାଡି ହାତ ଧରିଲେ ପ୍ରବୋଧ

Facebook
Twitter
LinkedIn

ଭୁବନେଶ୍ୱର : ଆନୁଷ୍ଠାନିକ ଭାବେ କଂଗ୍ରେସରେ ମିଶିଲେ ହକି ତାରକା ପ୍ରବୋଧ ତିର୍କୀ । ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । କଂଗ୍ରେସ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାମିଲ ହେଲେ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସାମିଲ । ପ୍ରଭାରୀ ଚେଲା , ବିଧାୟକ ସୁର ରାଉତରାୟ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ , ବିଜୟ ପଟ୍ଟନାୟକ ଉପସ୍ଥିତ । ଦଳରେ ମିଶିଲା ପରେ ଗଣମାଧ୍ୟମକୁ ପ୍ରବୋଧ କହିଛନ୍ତି କଂଗ୍ରେସ ଦଳର ଆଦର୍ଶ ଏବଂ ରାହୁଲ ଗାନ୍ଧୀଙ୍କ କାଯ୍ୟଶୈଳୀରେ ଅନୁପ୍ରାଣିତ ହୋଇ ସେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ଲୋକମାନଙ୍କର ସମସ୍ୟା ଦୂର କରିବ ସହ ସମସ୍ତଙ୍କୁ ନେଇ ଆଗକୁ ବଢ଼ିବି ଲକ୍ଷ ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login