The Ultimate Managed Hosting Platform
ADVERTISEMENT

ହଠାତ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା

Facebook
Twitter
LinkedIn

ନୂଆଦିଲ୍ଲୀ : କୋଭିଡ ଟିକାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ବଡ ବୟାନ । କହିଲେ , ଯୁବପୀଢିଙ୍କ ହଠାତ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା । ଆଇସିଏମଆର ଷ୍ଟଡିର ରିପୋର୍ଟକୁ ନେଇ ଏବେ ଚର୍ଚ୍ଚା। ରାଜ୍ୟସଭାରେ ଏ ସମ୍ପକରେ ଉତ୍ତର ରଖିଛନ୍ତି ଜେ.ପି ନଡ୍ଡା । ଆଜିକାଲି ଅନେକ ଲୋକଙ୍କର ଅକାଳ ମୃତ୍ୟୁ ହେଉଥିବା ବେଳେ ଏହାର କାରଣ ଟିକା ନୁହେଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। କୋଭିଡ ୧୯ ଟିକା ଯୋଗୁ ମୃତ୍ୟୁ ହେଉନାହିଁ। ବରଂ କୋଭିଡ ଟିକା ଯୋଗୁଁ ମୃତ୍ୟୁ ହାର କମିଛି ବୋଲି କହିଛନ୍ତି ନଡ୍ଡା । ପୂର୍ବରୂ କୋଭିଡ ଟିକା ପାଇଁ ଯୁବପିଢିଙ୍କ ହଠାତ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟ ଆସିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login