The Ultimate Managed Hosting Platform
ADVERTISEMENT

ହସ୍ପିଟାଲରେ ନିଆଁ : ୭ ନବଜାତ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ବିବେକ ବିହାର ସ୍ଥିତ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ସେଣ୍ଟରରେ ନିଆଁ ଲାଗି ୭ ନବଜାତ ମୃତ । ଉଦ୍ଧାର ୧୨ ଜଣଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ୭ ଜଣଙ୍କର ମୃତ୍ୟୁ ।ସେହିପରି ପାଞ୍ଚ ଜଣ ନବଜାତ ଶିଶୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଅଧିକାରୀ କହିଛନ୍ତି ଯେ ବିଲଡିଂରୁ ୧୨ ନବଜାତ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା କିନ୍ତୁ ଡାକ୍ତରଖାନାରେ ଚିକିତ୍ସା ସମୟରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା। ଜଣେ ଶିଶୁକୁ ମୃତ ଅବସ୍ଥାରେ ନିଆଯାଇଥିଲା। ଅଗ୍ନିକାଣ୍ଡର କାରଣ ଏପର୍ୟ୍ୟନ୍ତ ଜଣା ପଡିନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login