The Ultimate Managed Hosting Platform
ADVERTISEMENT

ହସ୍ପିଟାଲରେ ଶିଶୁ ମୃତ୍ୟୁ ; ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା । ୪ ଲକ୍ଷ ଟଙ୍କା ସହାୟତା ଘୋଷଣା । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଗଭୀର ଶୋକ ପ୍ରକାଶ ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ । ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଥିଲେ ପରିବାର । ମୃତ ଶିଶୁର ବାପା ଜଣେ ଅଟୋ ଡ୍ରାଇଭର। ଶିଶୁର ମୃତ୍ୟୁ ପରେ ପରେ ପରିବାର ବର୍ଗଙ୍କ ଦୁଖରେ ସାମିଲ ହୋଇଛନ୍ତି ସ୍ମାର୍ଟ ଅନଲାଇନ ଅଟୋ ସଂଘ। ରାସ୍ତାରେ ଅଟୋ ରଖି କରୁଛନ୍ତି ଆନ୍ଦୋଳନ। ବିମାନବନ୍ଦର ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ଯାଏ ରାସ୍ତା ଅବରୋଧ ହୋଇଛି। ତେଣେ ଚିକିତ୍ସା ଅଭାବରୁ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି। ଏହି ପ୍ରତିବାଦ ସମୟରେ ପୁଲିସ ଅଟୋ ଚାଳକଙ୍କୁ ବାଡେଇବାରୁ ଉତ୍ତେଜନା ପ୍ରକାଶ ପାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login