The Ultimate Managed Hosting Platform
ADVERTISEMENT

ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ

Facebook
Twitter
LinkedIn

ସୁନ୍ଦରଗଡ :ସୁନ୍ଦରଗଡ ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ । ୩ ମହଲା ଛାତରୁ ଡେଇଁ ଜୀବନ ହାରିଲେ ଯୁବକ । ମୃତକ ମାନସିକ ଅନଗ୍ରସର ହୋଇଥିବା ସୂଚନା ମିଳିଛି । ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ରୋଗୀ ଜଣକ ସୁନ୍ଦରଗଡ଼ ସଦର ଥାନା ରାଜପୁର ଅଂଚଳର ଅନିଲ ସୋରେନ । ଆଜି ଡିସଚାର୍ଜ ହୋଇଥାନ୍ତେ । କିନ୍ତୁ ମେଡିକାଲ କଲେଜର ତୃତୀୟ ମହଲାରୁ ଡେଇଁ ଜୀବନ ହାରିଛନ୍ତି।ମେଡିକାଲର ଝରକାରୁ ବାହାରି ବହୁସମୟ ଧରି ଝୁଲିରହିଥିଲେ। ତେବେ ମେଡିକାଲରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login