June 24, 2024 7:20 pm

The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ହସ ମନି ମାମଲାରେ ଟ୍ରମ୍ପ ହେଲେ ଦୋଷୀ ସାବ୍ୟସ୍ତ , ହୋଇପାରେ ୪ ବର୍ଷ ଜେଲ

Facebook
Twitter
LinkedIn

ୱାଶିଂଟନ: ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ୩୪ଟି ଆରୋପର ତଦନ୍ତ ପରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଜୁଲାଇ ୧୧ ତାରିଖରେ ଏନେଇ ଟ୍ରମ୍ପଙ୍କ ବିରୋଧରେ ଦଣ୍ଡାଦେଶ ଶୁଣାଇବେ କୋର୍ଟ । ପର୍ଣ୍ଣ ଷ୍ଟାର ଷ୍ଟୋର୍ମି ଡାନିଏଲ୍ସଙ୍କ ସହ ଟ୍ରମ୍ପଙ୍କର ସମ୍ପର୍କ ଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ମୁହଁ ବନ୍ଦ ରଖିବା ପାଇଁ ଟ୍ରମ୍ପ୍ ତାଙ୍କୁ ଲାଞ୍ଚ ସ୍ୱରୂପ ତାଙ୍କୁ ଟଙ୍କା ଦେଇଥିଲେ । ଟଙ୍କା ଦେବା କଥାକୁ ଲୁଚାଇବା ପାଇଁ ନକଲି କାଗଜପତ୍ର ମଧ୍ୟ ପ୍ରସ୍ତୁତ କରିଥିଲେ ଟ୍ରମ୍ପ । ୨ ଦିନ ଧରି ଚାଲିଥିବା ଶୁଣାଣିରେ ଯୁକ୍ତି ଶୁଣିବା ପରେ ୧୨ ଜଣିଆ ବିଚାରପତି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏହା ସହ ମାମଲାର ଶୁଣାଣିକୁ ଜୁଲାଇ ୧୧ ତାରିଖ ପର୍ୟ୍ୟନ୍ତ ସ୍ଥଗିତ ରଖିଛନ୍ତି । ଏବେ ଟ୍ରମ୍ପଙ୍କୁ ସର୍ବାଧିକ ୪ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇପାରେ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ADVERTISEMENT
ଗିରଫର ଘଣ୍ଟାଏ ପରେ ଟ୍ରମ୍ପଙ୍କୁ ମିଳିଲା ଜାମିନ୍

ହସ ମନି ମାମଲାରେ ଟ୍ରମ୍ପ ହେଲେ ଦୋଷୀ ସାବ୍ୟସ୍ତ , ହୋଇପାରେ ୪ ବର୍ଷ ଜେଲ

ୱାଶିଂଟନ: ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ୩୪ଟି ଆରୋପର ତଦନ୍ତ ପରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।...

Login