The Ultimate Managed Hosting Platform
ADVERTISEMENT

ହାଇକୋର୍ଟରୁ କେଜ୍ରିୱାଲଙ୍କୁ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ହାଇକୋର୍ଟରୁ କେଜ୍ରିୱାଲଙ୍କୁ ଝଟକା । ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା । ଇଡିର ଗିରଫଦାରୀ ବିରୋଧରେ କରାଯାଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ଜଷ୍ଟିସ୍ ସ୍ୱର୍ଣ୍ଣକାନ୍ତା ଶର୍ମା ଏହି ଆବେଦନକୁ ଖାରଜ କରିଛନ୍ତି । ସେ କହିଛନ୍ତି ଯେ, ଏହା କେନ୍ଦ୍ର ସରକାର ଓ କେଜ୍ରିୱାଲଙ୍କ ଭିତରେ ମାମଲା ନୁହେଁ । ବରଂ ଏହା ଇଡି ଏବଂ କେଜ୍ରିୱାଲଙ୍କ ଭିତରେ ମାମଲା । ମନି ଲଣ୍ଡ୍ରିଂ ମାମଲାରେ ଏଜେନ୍ସି ତାକୁ ଗିରଫ କରିଛି । ତେଣୁ କାହାକୁ ବି ଏ ମାମଲାରେ ବିଶେଷାଧିକାର ଦିଆଯିବ ନାହିଁ । ଇଡି ପାଖରେ ପଯ୍ୟାପ୍ତ ପ୍ରମାଣ ରହିଛି ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login