The Ultimate Managed Hosting Platform
ADVERTISEMENT

ହାଇଟେକ ଟ୍ରାଜେଡି ; ମଞ୍ଚେଶ୍ୱର ଥାନାରେ ଏତଲା ଦେଲେ ଦିଲ୍ଲୀପଙ୍କ ମାଆ ଓ ଏସି ଟେକନିସିଆନ ଆସୋସିଏସନ

Facebook
Twitter
LinkedIn

ହାଇଟେକ ଟ୍ରାଜେଡି: ହାଇଟେକ ବିସ୍ଫୋରଣକୁ ନେଇ ଥାନାରେ ପହଁଚିଲା ମାମଲା । ହାଇଟେକ୍ ହସ୍ପିଟାଲ ବିରୋଧରେ ମଞ୍ଚେଶ୍ୱର ଥାନାରେ ଏତଲା ଦେଇଛନ୍ତି ମୃତ ଦିଲ୍ଲୀପ ସାମନ୍ତରାୟଙ୍କ ମାଆ ଅହଲ୍ୟା ସାମନ୍ତରାୟ ଓ ଏସି ଟେକ୍ନିସିଆନ ଆସୋସିଏସନ୍ । ମଞ୍ଚେଶ୍ୱର ଥାନା ଅଧିକାରୀଙ୍କୁ ଦିଆଯାଇଥିବା ଏତଲାରେ ଉଲ୍ଲେଖ ରହିଛି ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ତୃତୀୟ ମୃତ ବ୍ୟକ୍ତ ଜଣଙ୍କ ଦିଲ୍ଲୀପ ସାମନ୍ତରାୟ । ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତି ୩ଟାରୁ ୩ଟା ୩୦ ମଧ୍ୟରେ ଜୀବନ ଯାଇଛି । ଏନେଇ ହସ୍ପିଟାଲ କର୍ତୃପକ୍ଷ ସୂଚନା ଦେବା ପରେ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି । ଏବେ ବି ମୃତ୍ୟୁ ଦ୍ୱନ୍ଦ୍ୱ ଲାଗି ରହିଛି । ତେବେ ପରିଚୟ ପାଇଁ ମୃତଦେହର ହୋଇପାରେ ଡିଏନଏ ଟେଷ୍ଟ । ହସ୍ପିଟାଲ କର୍ତୃପକ୍ଷ କହିଛନ୍ତି, ମରଶରୀର ପୋଲିସକୁ ହସ୍ତାନ୍ତର କରାଯିବ । ଡିଏନଏ ଟେଷ୍ଟ କରାଯାଇ ପରିଚୟ ସ୍ପଷ୍ଟ ହେଲା ପରେ ପରିବାରକୁ ଦିଆଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login