The Ultimate Managed Hosting Platform
ADVERTISEMENT

ହାତୀ ଆକ୍ରମଣରେ ଦୁଇ ମୃତ

Facebook
Twitter
LinkedIn

ଅନୁଗୋଳ: ଦଳିଦେଲା ଦନ୍ତା। ହାତୀ ଆକ୍ରମଣରେ ଦୁଇ ମୃତ । ଅନୁଗୋଳ ଜିଲ୍ଲା ବଡ଼କନ୍ତକୁଳ ଗାଁରେ ଘଟିଛି ଅଭାବନୀୟ ଘଟଣା । ଏହି ଘଟଣା ପରେ ଗାଁରେ ଉତ୍ତେଜନା ଦେଖାଦେଇଛି। ମୃତକ ଦୁଇ ଜଣ ମୁନି ପ୍ରଧାନ ଓ ଗୌରୀ ରାଉଳ । ଘର ପାଖ ଆମ୍ବ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ। ଦନ୍ତା ଦୁଇ ଜଣଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login