The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ହାତୀ ଆକ୍ରମଣରେ ଶ୍ରମିକ ମୃତ

Facebook
Twitter
LinkedIn

ରଣପୁର : ହାତୀ ଆକ୍ରମଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ । କମାଗୁରୁ –ମୟୁରଝଲିଆ ରାସ୍ତାରେ ଦଳିଦେଲା ହାତୀ । ୩ ଜଣ ଶ୍ରମିକ ସାଇକେଲରେ ଯାଉଥିବା ବେଳେ ୨ ଜଣ ଖସି ପଳାଇଲେ । ରଣପୁର ବ୍ଲକ ନାଟିନୀ ଗାଁର ୩ଜଣ ବ୍ୟକ୍ତି କମାଗୁରୁ ଗାଁକୁ ସାଇକେଲରେ କୂଅ ଖୋଳିବାକୁ ଆସୁଥିବା ବେଳେ ଗାଁ ନିକଟ ଜଙ୍ଗଲ ରାସ୍ତାରେ ଏକ ହାତୀ ଆକ୍ରମଣ କରିଥିଲା । ଫଳରେ ୨ଜଣ ଦୌଡି ପଳାଇଥିବାବେଳେ ହାତୀ ହାବୁଡରେ ପଡିଯାଇଥିଲେ ସତ୍ୟବ୍ରତ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ସତ୍ୟବ୍ରତଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ଦେଖାଦେଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦିଲ୍ଲୀରୁ ଫେରିଲେ ମନମୋହନ, କହିଲେ ଖୁବଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ

ଦିଲ୍ଲୀରୁ ଫେରିଲେ ମନମୋହନ, କହିଲେ ଖୁବଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ

ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମନମୋହନଙ୍କ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି...

ADVERTISEMENT