The Ultimate Managed Hosting Platform
ADVERTISEMENT

ହାତୀ-ମଣିଷ ଲଢେଇ ; ସାଢେ ୪ ମାସରେ ୪୫ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ସାଢେ ୪ ମାସରେ ହାତୀ-ମଣିଷ ଲଢେଇରେ ଯାଇଛି ୪୫ ଜୀବନ । ଏହି ସମୟ ଭିତରେ ଭିନ୍ନ ଭିନ୍ନ କାରଣରୁ ୯ଟି ହାତୀ ମୃତ୍ୟୁବରଣ କରିଛନ୍ତି । ବିଦ୍ୟୁତ ଆଘାତରେ ୭ , ଟ୍ରେନ ଧକ୍କାରେ ଓ ଶିକାରୀ ଗୁଳିରେ ଆଉ ୨ ହାତୀ ମୃତ । ୨୦୨୪ ନଭେମ୍ବର ଗଣନା ଅନୁସାରେ ୨୧୦୩ ହାତୀ ଅଛନ୍ତି । ବିଧାନସଭାରେ ଉତ୍ତର ରଖିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login