ଭୁବନେଶ୍ୱର : କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ । ଜଗତସିଂହପୁର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ୨୦୦୪ରୁ ୨୦୦୯ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଭାବେ କଂଗ୍ରେସ ଗଡ଼ ସମ୍ଭାଳିଥିଲେ ଚିରଞ୍ଜିବୀ । ଏପରିିକି ବିଧାନସଭାରେ ବିରୋଧୀ ଦଳର ଉପନେତା ଭାବେ ମଧ୍ୟ କଂଗ୍ରେସ ସ୍ୱରକୁ ଶାଣିତ କରିଥିଲେ ଚିରଞ୍ଜିବୀ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ୟ୍ୟକାରୀ ସଭାପତି ବି ଥିଲେ ଚିରଞ୍ଜିବୀ ବିଶ୍ୱାଳ । ୨୦୦୪ରୁ ୨୦୦୯ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଭାବେ କଂଗ୍ରେସ ଗଡ଼ ସମ୍ଭାଳିଥିଲେ ଚିରଞ୍ଜିବୀ । ଏପରିିକି ବିଧାନସଭାରେ ବିରୋଧୀ ଦଳର ଉପନେତା ଭାବେ ମଧ୍ୟ କଂଗ୍ରେସ ସ୍ୱରକୁ ଶାଣିତ କରିଥିଲେ ଚିରଞ୍ଜିବୀ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ୟ୍ୟକାରୀ ସଭାପତି ବି ଥିଲେ ଚିରଞ୍ଜିବୀ ବିଶ୍ୱାଳ ।
Views: 68