ବ୍ୟୁରୋ : ପାଣି କଖାରୁରେ ପ୍ରୋଟିନ, ଜିଙ୍କ୍, ଫାଇବର, ଆଇରନ୍, କ୍ୟାଲସିୟମ, ମ୍ୟାଗ୍ନେସିୟମ୍ ଏବଂ ପସଫରସ ଭଳି ଅନେକ ପୋଷକ ତତ୍ତ୍ବ ଭରପୁର ମାତ୍ରାରେ ରହିଛି । ଯାହା ଫଳରେ ଶରୀରକୁ ଅନେକ ଫାଇଦା ଦେଇଥାଏ । ଏଥିରେ କ୍ୟାଲୋରୀ କମ୍ ଏବଂ ଫାଇବର ଅଧିକ ଥାଏ । ଯାହା ଦ୍ବାରା ଶରୀରକୁ ହାଇଡ୍ରେଟ୍ ରଖିବାରେ ସହାୟକ ହୋଇଥାଏ । ଏଥିରେ ଫାଇବରର ଗୁଣ ଥିବାରୁ ପାଚନ ପ୍ରକ୍ରିୟାକୁ ଠିକ୍ ରଖିଥାଏ । ଏହି ଜୁସ୍ ନିୟମିତ ପିଇବା ଦ୍ବାରା ଗ୍ୟାସ, ପେଟ ଫୁଲିବା, କୋଷ୍ଠକାଠିନ୍ୟ ଭଳି ସମସ୍ୟାକୁ ଦୂର କରିଥାଏ । ପାଣି କଖାରୁ ଜୁସକୁ ସୁସ୍ଥ ହାର୍ଟ ପାଇଁ ଭଲ ବୋଲି ମାନାଯାଇଥାଏ । ଏହି ଜୁସର ନିୟମିତ ସେବନ ଦ୍ବାରା ବ୍ଲଡପ୍ରେସର ଏବଂ ହାଇକୋଲେଷ୍ଟ୍ରୋଲ ନିୟନ୍ତ୍ରଣ କରିବାରେ ସହାୟକ କରିଥାଏ । ହାର୍ଟ ରୋଗର ସମସ୍ୟା ଆଶଙ୍କାକୁ କମାଇଥାଏ । ଏଥିରେ ଭିଟାମିନ୍ ସି ଏବଂ ଆଣ୍ଟିଅକ୍ସିଡାଣ୍ଟ ଥିବାରୁ ଇମ୍ୟୁନିଟିକୁ ବଢାଇବାରେ ସାହାଯ୍ୟ କରିଥାଏ । ସଂକ୍ରମିତ ରୋଗରୁ ଏହି ଜୁସ୍ ବଞ୍ଚାଇଥାଏ । ପାଟିକୁ ଭଳ ନଲାଗିଲେ ମଧ୍ୟ ଏହା ଅନେକ ସ୍ବାସ୍ଥ୍ୟଗତ ସମସ୍ୟାକୁ ଦୂର କରିଥାଏ । ତେଣୁ ପ୍ରତିଦିନ ପାଣି କଖାରୁ ଜୁସ୍ ପିଇବା ଆବଶ୍ୟକ ।
ହାର୍ଟ ଜନିତ ସମସ୍ୟା ପାଇଁ ଲାଭଦାୟକ ପାଣି କଖାରୁ ଜୁସ ..
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











