ହିଞ୍ଜିଳି: ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ, ବିଜେଡି ନେତା ଭି.କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି ପ୍ରାର୍ଥୀଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚି ନାମାଙ୍କପତ୍ର ଦାଖଲ କରିଛନ୍ତି ନବୀନ ।
Views: 145











