The Ultimate Managed Hosting Platform
ADVERTISEMENT

ହିମାଚଳ ମଣ୍ଡିରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ମଣ୍ଡି ଜିଲ୍ଲାର ସୁନ୍ଦରନଗରରେ ସକାଳ ପ୍ରାୟ ୯.୧୮ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୪ ରହିଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଜୟଦେବୀ ନିକଟରେ ୫ କିଲୋମିଟର ଗଭୀରତାର ଥିଲା । ଭୂମିକମ୍ପ ଅନୁଭୂତ ହେବା ମାତ୍ରେ ଲୋକମାନେ ଘରୁ ବାହାରକୁ ଚାଲିଆସିଥିଲେ । ଭୂକମ୍ପ ଝଟକା ଅନୁଭୂତ ହେବା ପରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଚାଲିଆସିଥିଲେ । ବର୍ତ୍ତମାନ କୌଣସି କ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ । ତେବେ ଏହା ପୂର୍ବରୁ ଫେବୃଆରୀ ୨୩ରେ ହିମାଚଳର ମଣ୍ଡିରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ସେହିପରି ଜାନୁଆରୀରେ ମଧ୍ୟ ୩.୪ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login