The Ultimate Managed Hosting Platform
ADVERTISEMENT

ହୀରାକୁଦର ଆଉ ୨ଟି ଗେଟ ଖୋଲିଲା

Facebook
Twitter
LinkedIn

ସମ୍ବଲପୁର : ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ ଖୋଲିଲା । ଏବେ ମୋଟ ୧୬ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ । ଏହା ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି । ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ନଦୀ ଶଯ୍ୟାଠାରୁ ଦୂରେଇ ରହିବା ସହିତ ସମସ୍ତ ସତର୍କତାମୂଳକ ପଦକ୍ଷେପ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login