The Ultimate Managed Hosting Platform
ADVERTISEMENT

ହେଲିକପ୍ଟର କ୍ରାସ, ୬ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ଆମେରିକାରେ ମଝି ଆକାଶରେ ହେଲିକପ୍ଟର ଦୁର୍ଘଟଣା । ହେଲିକପ୍ଟର ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ସୂଚନା । ଦୁର୍ଘଟଣା ପରେ ନଦୀ ମଝିକୁ ଖସିପଡିଲା ହେଲିକପ୍ଟର । ମୃତକଙ୍କୁ ଉଦ୍ଧାର ପାଇଁ ନଦୀ ଭିତରେ ରେସକ୍ୟୁ ଟିମ୍ । ସୂଚନା ଅନୁଯାୟୀ ,ଏହି ଦୁର୍ଘଟଣାରେ ହେଲିକପ୍ଟରରେ ଥିବା ସମସ୍ତ ଲୋକଙ୍କର ମୃତ୍ୟୁ ହୋଇଛି । ହେଲିକପ୍ଟରରେ ପାଇଲଟଙ୍କ ସହ ସ୍ପେନର ଏକ ପରିବାର ଥିଲେ ବୋଲି ସୂଚନା ରହିଛି । ଆହତ ଅବସ୍ଥାରେ ଦୁଇ ଯାତ୍ରୀଙ୍କୁ ହସ୍ପିଟାଲ ନିଆଯାଇଥିଲେ ବି ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଛଅ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login