The Ultimate Managed Hosting Platform
ADVERTISEMENT

ହେଲିକପ୍ଟର ଚଢିବା ବେଳେ ପଡିଗଲେ ମମତା ବାନାର୍ଜୀ

Facebook
Twitter
LinkedIn

କୋଲକାତା: ଆହତ ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ହେଲିକପ୍ଟର ଚଢିବା ବେଳେ ହେଲେ ଆହତ । ନିର୍ବାଚନ ପ୍ରଚାର ବେଳେ ଆହତ ହେଲେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ମମତା ପଶ୍ଚିମବଙ୍ଗର ଦୁର୍ଗାପୁରରେ ପହଞ୍ଚିଥିଲେ। ପ୍ରଚାର ଶେଷ କରି ଫେରିବା ସମୟରେ ହେଲିକପ୍ଟରରେ ଚଢ଼ିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ହେଲିକପ୍ଟର ଭିତରକୁ ଯାଇ ତଳେ ପଡ଼ିଯାଇଥିବାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। କୁହାଯାଇଛି ଯେ ଏହି ଦୁର୍ଘଟଣାରେ ମମତା ସାମାନ୍ୟ ଆହତ ହୋଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login