The Ultimate Managed Hosting Platform
ADVERTISEMENT

ହୋଲିରେ ପଶ୍ଚିମ ଓଡିଶାରେ ନିଆଁ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ ପାରଦ। ଗତକାଲି ଅପେକ୍ଷା ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବଢିଛି ତାତି। ଦିନ ସାଢେ ୧୧ଟା ସୁଦ୍ଧା ୬ଟା ସହରରେ ୩୫ ଡିଗ୍ରୀ ଡେଇଁଲା ତାପମାତ୍ରା । ଝାରସୁଗୁଡ଼ାରେ ସାଢେ ୧୧ଟା ସୁଦ୍ଧା ୩୬.୬ ଡିଗ୍ରୀ ଛୁଇଁଲା ତାପମାତ୍ରା । ସେହିପରି କେନ୍ଦୁଝରରେ ୩୬ ଡିଗ୍ରୀ ଛୁଇଁଛି ଦିନ ତାପମାତ୍ରା । ଆସନ୍ତା ୪ ଦିନ ଆହୁରି କଲବଲ କରିବ । ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇବ ଦିନ ତାପମାତ୍ରା । ହୋଲିରେ ପଶ୍ଚିମ ଓଡ଼ିଶାରେ ୪୨ ଓ ଉପକୂଳ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ପାରଦ । ୪ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ପାଇଁ ୪ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login