The Ultimate Managed Hosting Platform
ADVERTISEMENT

ହ୍ୟୁମାନ ସାଗରଙ୍କ ପରଲାକେ ପରେ ମାଆ ଆଣିଲେ ବଡ ଅଭିଯୋଗ, କହିଲେ ମୋ ପୁଅକୁ ୟୁଜ କରାଯାଇଛି

Facebook
Twitter
LinkedIn

ଭୁବନେଶ୍ୱର : କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମାଆଙ୍କ ସାଂଘାତିକ ଅଭିଯୋଗ । ଦେହ ଖରାପ ସତ୍ତ୍ୱେ ମୋ ପୁଅକୁ ବ୍ୟବହାର କରାଯାଉଥିଲା । ଦେହ ଖରାପ ବେଳେ ପୁଅକୁ ଷ୍ଟେଜ ସୋ କରାଉଥିଲେ । ମୋ ପୁଅର ମୃତ୍ୟୁ ପଛର ଦୋଷୀକୁ ଶୀଘ୍ର ଧରାଯାଉ । ମ୍ୟାନେଜର ଓ ଆୟୋଜକଙ୍କୁ ଦୋଷ ଦେଲେ ହ୍ୟୁମାନଙ୍କ ମାଆ । ଡାକ୍ତରମାନେ ସବୁ ପ୍ରକାର ସାହାଯା କରିଥିଲେ । ପୁଅର ଚିକିତ୍ସା ପାଇଁ ଭିକ ମାଗି ନ ଥିଲି ।
ଅଫେରା ରାଇଜରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର । ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ସେଠାରୁ ତାଙ୍କ କଟକସ୍ଥିତ ବାସଭବନ ଅଣାଯାଇଥିଲା । ସେଠାରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେଠାରୁ ହ୍ୟୁମାନଙ୍କ ପାର୍ଥିବ ଶରୀର ଟିଟିଲାଗଡ଼ସ୍ଥିତ ବାସଭବନକୁ ନିଆଯାଉଛି, ସେଠାରେ ଶେଷ କୃତ୍ୟ ସମ୍ପନ୍ନ ହେବ । ଗତ କିଛିଦିନ ଧରି ଅସୁସ୍ଥ ହୋଇ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ହ୍ୟୁମାନ ସାଗର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login