The Ultimate Managed Hosting Platform
ADVERTISEMENT

ୟୁପିରୁ ଟ୍ରେନରେ ଆସିବ ଆଳୁ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶାରେ ଆଳୁ ସଂକଟ ଦୂର ପାଇଁ ସରକାରଙ୍କ ବଡ ପଦକ୍ଷେପ ସୂଚନା । ୟୁପିରୁ ଟ୍ରେନରେ ଆସିବ ଆଳୁ କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ । ୨ଟି ଟ୍ରେନରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି । ଏନେଇ କେନ୍ଦ୍ର ରେଳମନ୍ତ୍ରୀଙ୍କ ସହ ଆଲୋଚନା ଚାଲିଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ପୂର୍ବରୁ ଟ୍ରକରେ ୟୁପିରୁ ଆଳୁ ଆସୁଥିଲା। ହେଲେ ଏବେ ଟ୍ରେନରେ ଆଳୁ ଆଣିବାକୁ ଯୋଜନା କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login