ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲେ ଏସଆରସି । ୧ ତାରିଖରୁ ଅଶାନ୍ତ ରହିବ ସମୁଦ୍ର , ପବନର ବେଗ ସର୍ବାଧିକ ୭୦ ରହିବ । ୨ ତାରିଖରେ ସମୁଦ୍ର ଅଧିକ ଅଶାନ୍ତ ହେବା ସମ୍ଭାବନା ରହିଛି । ଡିସେମ୍ବର ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ସହ ଫେରିବାକୁ ପରାମର୍ଶ ।
ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା । ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ୨୯ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରପ ନେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ସମ୍ଭାବନା । ଆଜି ୱେଲ୍ ମାର୍କଡ ଲୋ ପ୍ରେସର ହେବ । ଆସନ୍ତାକାଲି ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତ ହେବା ସମ୍ଭାବନା ରହିଛି । ଆଗକୁ ବଢ଼ିବା ସହ ସମୁଦ୍ରରୁ ବଳ ଗୋଟାଇବ ଡିପ୍ରେସନ୍ । ଅଧିକ ଘନୀଭୂତ ହୋଇ ୩୦ ତାରିଖ ବେଳକୁ ଅବପାତ ହୋଇପାରେ ଗଭୀର ଅବପାତ । ୧ ତାରିଖ ବେଳକୁ ଏହା ସାଇକ୍ଲୋନରେ ପରିଣତ ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାର ନାଁ ରହିବ ମିଗଜମ୍ ।
୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...