ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲେ ଏସଆରସି । ୧ ତାରିଖରୁ ଅଶାନ୍ତ ରହିବ ସମୁଦ୍ର , ପବନର ବେଗ ସର୍ବାଧିକ ୭୦ ରହିବ । ୨ ତାରିଖରେ ସମୁଦ୍ର ଅଧିକ ଅଶାନ୍ତ ହେବା ସମ୍ଭାବନା ରହିଛି । ଡିସେମ୍ବର ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ସହ ଫେରିବାକୁ ପରାମର୍ଶ ।
ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା । ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ୨୯ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରପ ନେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ସମ୍ଭାବନା । ଆଜି ୱେଲ୍ ମାର୍କଡ ଲୋ ପ୍ରେସର ହେବ । ଆସନ୍ତାକାଲି ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତ ହେବା ସମ୍ଭାବନା ରହିଛି । ଆଗକୁ ବଢ଼ିବା ସହ ସମୁଦ୍ରରୁ ବଳ ଗୋଟାଇବ ଡିପ୍ରେସନ୍ । ଅଧିକ ଘନୀଭୂତ ହୋଇ ୩୦ ତାରିଖ ବେଳକୁ ଅବପାତ ହୋଇପାରେ ଗଭୀର ଅବପାତ । ୧ ତାରିଖ ବେଳକୁ ଏହା ସାଇକ୍ଲୋନରେ ପରିଣତ ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାର ନାଁ ରହିବ ମିଗଜମ୍ ।
୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







