The Ultimate Managed Hosting Platform
ADVERTISEMENT

୧୦୮ ଆମ୍ବୁଲାନ୍ସ ସେବା ଭଳି ହେବାକୁ ଯାଉଛି ୧୦୯ ସେବା, ମୃତ ବ୍ୟକ୍ତିଙ୍କୁ ହସ୍ପିଟାଲରୁ ଘରକୁ କିମ୍ବା ଶ୍ମଶାନକୁ ନେବ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୧୦୯ ସେବା ଆରମ୍ଭ ହେବାକୁ ଯାଉଛି । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ ଦେବାକୁ ପଡିବ ନାହିଁ । ଫୋନ୍ କରିବାର ୨୦ରୁ ୩୦ମିନିଟ ମଧ୍ୟରେ ସେବା ମିଳିବ । ପ୍ରଥମ ପର୍ୟ୍ୟାୟରେ ଏହା ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ମେଡିକାଲ କଲେଜରେ ଆରମ୍ଭ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ଏନେଇ ବଜେଟ୍ରେ ସ୍ଵତନ୍ତ୍ର ଅର୍ଥ ବରାଦ ହୋଇଛି । ଏହାଦ୍ବାରା ସରକାରୀ ହସ୍ପିଟାଲରେ ମୃତ୍ୟୁ ପରେ ଶବ ନେବାରେ ଯେଉଁ ସମସ୍ୟା ହେଉଛି ତାହା କମିଯିବ ବୋଲି ମନ୍ତ୍ରୀ ମହାଲିଙ୍ଗ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login