The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୧୦ ଦଫା ଦାବି ନେଇ ନର୍ସିିଂ ଅଫିସରଙ୍କ ସିରିଞ୍ଜ ଛାଡ ଆନେ୍ଦାଳନ, ରାଜରାସ୍ତାରେ ୫ହଜାରରୁ ଅଧିକ ନର୍ସ

Facebook
Twitter
LinkedIn

ଭୁବନେଶ୍ୱର : ୧୦ ଦଫା ଦାବି ନେଇ ନର୍ସିିଂ ଅଫିସରଙ୍କ ସିରିଞ୍ଜ ଛାଡ ଆନେ୍ଦାଳନ । ଭୁବନେଶ୍ୱର ଗାନ୍ଧି ମାର୍ଗରେ ଏକାଠି ହେଲେ ୫ ହଜାରରୁ ଅଧିକ ନର୍ସ । ୨୭ ତାରିଖ ପର୍ଯ୍ୟନ୍ତ ସରକାରଙ୍କୁ ମହଲତ ଦେଇଛନ୍ତି ଆନେ୍ଦାଳନ କାରୀ ନର୍ସ । ୨୭ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ହସ୍ପିଟାଲରେ ତାଲା ବାନ୍ଦ କରିବାକୁ ଚେତାବନୀ ଦେଇଛନ୍ତି । ନଭେମ୍ବର ୧୨, ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସର ମାନଙ୍କର ୬ ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରି ସୀମାରେ ମିଶାଇ ପଦୋନ୍ନତି ଏବଂ ଆର୍ଥିକ ସୁବିଧା ଯୋଗାଇ ଦେବାକୁ ଦାବି କରିଛନ୍ତି । ଏହା ସହ ଯୋଗ୍ୟ ନର୍ସିଂ ଅଫିସରଙ୍କୁ ବରିଷ୍ଠତା ଭିତ୍ତିରେ ସିନିୟର ନର୍ସିଂ ଅଫିସର ପଦବୀରେ ପଦୋନ୍ନତି ଏବଂ ସହକାରୀ ନର୍ସିଂ ଅଧୀକ୍ଷକ ପଦବୀରେ ପଦୋନ୍ନତି ପାଇଁ ଆବଶ୍ୟକ ଥିବା ସ୍ଥିରିକୃତ ଅବଧିକୁ କମ କରି ୧୬ ବର୍ଷରୁ ଅଧିକ ସମୟ ଧରି ସେବା ଯୋଗାଇ ଆସୁଥିବା ବରିଷ୍ଠ ନର୍ସିଂ ଅଫିସରଙ୍କର ଏକ ସମୟରେ ଦୁଇଟା ପଦୋନ୍ନତି କରିବାକୁ ଦାବି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login