ଭୁବନେଶ୍ୱର : ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ।ସୂଚନାଯୋଗ୍ୟ, ଗତବର୍ଷ ଏପ୍ରିଲରୁ, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କ ପାରିଶ୍ରମିକ ବାକି ରହିଛି। ମୋହନ ସରକାର , ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ବକେୟା ଦରମା ଦୋବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା କରିଛନ୍ତି।ଅନ୍ୟପଟରେ ହଜାର ହଜାର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଦ୍ବନ୍ଦ୍ବରେ ମଧ୍ୟ ପଡ଼ି ଯାଇଥିଲେ। ସେମାନେ ବିଭିନ୍ନ ସମୟରେ ରାଜଧାନୀ ଭୁବନେଶ୍ବରର ଲୋୟର ପିଏମ୍ଜି ଛକରେ ଧାରଣ ମଧ୍ୟ ଦେଇଥିଲେ। ରାଜ୍ୟ ସରକାର ସେମାନଙ୍କୁ ସମସ୍ୟାର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ପ୍ରତିଶ୍ରୁତି ଅନୁଯାୟୀ ରାଜ୍ୟ ସରକାର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ଙ୍କ ସମସ୍ୟାର ସମାଧାନ କରିବାକୁ ଯାଉଁଛନ୍ତି। ଫଳରେ ହଜାର ହଜାର ସେବା ଯୋଗାଉଛନ୍ତି।
୧୦ ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ, ସରକାର ଦେଲେ ସୂଚନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











