The Ultimate Managed Hosting Platform
ADVERTISEMENT

୧୦ ଯାଏଁ ଦିଲ୍ଲୀରେ ସ୍କୁଲ ବନ୍ଦ

Facebook
Twitter
LinkedIn

ନୂଆଦିଲ୍ଲୀ : ଉଦବେଗଜନକ ସ୍ଥିତିରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ । ୧୦ ତାରିଖ ଯାଏଁ ଦିଲ୍ଲୀରେ ପ୍ରାଥମିକ ବିଦ୍ୟାଳୟ ବନ୍ଦ । ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା । ଅନଲାଇନ ପାଠପଢା ପାଇଁ ବିକଳ୍ପ ବ୍ୟବସ୍ଥା । ଟ୍ୱିଟ କରି ସୂଚନା ଦେଲେ ଦିଲ୍ଲୀ ଶିକ୍ଷାମନ୍ତ୍ରୀ ଅତିଶି । ପୂର୍ବରୁ ଶୁକ୍ରବାର ଓ ଶନିବାର ସ୍କୁଲ ବନ୍ଦ ଘୋଷଣା କରିଥିଲେ ସରକାରା ଦିଲ୍ଲୀରେ ଏକ୍ୟୁଆଇ ୪୮୬, ଜହାଙ୍ଗୀରପୁରୀରେ ୪୬୩, ଆଇଜିଆଇ ଏୟାରପୋର୍ଟ ଟି୩ ରେ ୪୮୦ ରେକର୍ଡ କରାଯାଇଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିସଂଖ୍ୟାନ ଅନୁସାରେ, ୨୭ ଅକ୍ଟୋବରରୁ ୩ ନଭେମ୍ବର ମଧ୍ୟରେ ଦିଲ୍ଲୀରେ ଏକ୍ୟୁଆଇ ୨୦୦ରୁ ଅଧିକ ବୃଦ୍ଧି ପାଇଁ ୫୦୦ରେ ପହଞ୍ଚିଛି । ପଞ୍ଜାବ ଏବଂ ହରିୟାଣାରେ ପରାଲୀ ଜଳାଇବା ଘଟଣା ଯୋଗୁଁ ଏହା ବଢିବାରେ ଲାଗିଛି । ଦିଲ୍ଲୀରେ ବାୟୁର ଗୁଣବତ୍ତା ସବୁଠାରୁ ଖରାପ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login