The Ultimate Managed Hosting Platform
ADVERTISEMENT

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ ସରକାର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି । ଏସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ୠଣ ନେଇପାରିବେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ।ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ୟ୍ୟନ୍ତ ଜାରି ରଖିଥିଲେ । ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ୠଣ ନେଇପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login