The Ultimate Managed Hosting Platform
ADVERTISEMENT

୧୨ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ପ୍ରତିବାଦ

Facebook
Twitter
LinkedIn

କଣ୍ଟାବାଞ୍ଜ : ବିଧାୟକଙ୍କୁ ହତ୍ୟା ଧମକ ପ୍ରତିବାଦରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ନଗର କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ । ଦୋକାନ , ବଜାର ବନ୍ଦ ଓ ସ୍କୁଲ କଲେଜ ସହ ସରକାରୀ ଅନୁଷ୍ଠାନ ଖୋଲା । ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ନେଇ ଲାଗିଥିଲା ପୋଷ୍ଟର । ସକାଳୁ ସକାଳୁ ସମସ୍ତ ଦୋକାନ ବଜାର ସହ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି । ଗତକାଲି ସାଲୁଜାଙ୍କୁ ହତ୍ୟା ଧମକର ଦୁଇଟି ପୋଷ୍ଟର ଜବତ କରିଥିଲା ପୋଲିସ । ବନ୍ଦ ଡାକରାରୁ ଶିକ୍ଷାନୁଷ୍ଠାନ ଓ ଜରୁରୀସେବାକୁ ବାଦ୍ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login