The Ultimate Managed Hosting Platform
ADVERTISEMENT

୧୨ରେ ଘୂର୍ଣ୍ଣିବଳୟ!

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି ଅଜମେର, ଗୁନା, ମାଣ୍ଡଲା, ପେନ୍ଦ୍ରାରୋଡ଼, ଝାରସୁଗୁଡା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login