The Ultimate Managed Hosting Platform
ADVERTISEMENT

୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ; ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭାରେ ଉଠିଲା ବିଦ୍ୟାଳୟ ପ୍ରସଙ୍ଗ । ରାଜ୍ୟରେ ୧୨୮୯ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ । ୨୯୦ ଉଚ୍ଚ ପ୍ରାଥମିକ ସ୍କୁଲରେ ନାହିଁ ବିଦ୍ୟୁତ ସଂଯୋଗ । ରାଜ୍ୟରେ ସମୁଦାୟ ସରକାରୀ ସ୍କୁଲ ସଂଖ୍ୟା ୪୮୫୨୨ । ୧୧୪ଟି ସ୍କୁଲରେ ଶୈାଚାଳୟ ନାହିଁ ।ଏ ନେଇ ଗୃହରେ ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login