The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟାରେ ବାତ୍ୟା

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ଘନୀଭୂତ ହେୁଛି ଗଭୀର ଅବପାତ । ପାରାଦୀପ ଠୁ ୪୦୦ କିମି ଦୂରରେ କେନ୍ଦ୍ରୀଭୂତ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ସମ୍ଭାବନା । ବାତ୍ୟା ବାଂଲାଦେଶ ଉପକୂଳ ମୁହାଁ ହେବା ସମ୍ଭାବନା । ୨୫ରେ ଖେପୁପରା ଓ ଚିଟ୍ଟଗଙ୍ଗ ମଧ୍ୟରେ ଉପକୂଳ ଛୁଇଁବ ।
ଏହାର ପ୍ରଭାବରେ ଆଜିଠୁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଓ ୨୫ ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ

ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ

କୋଲକତା : ପଶ୍ଚିମବଙ୍ଗ ଦୁର୍ଗାପୁରର ଏକ ମେଡିକାଲ କଲେଜ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ । ଅବସ୍ଥା ଗୁରୁତର ଥିବାରୁ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ଡିନର...

Login