The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

Facebook
Twitter
LinkedIn

କଣ୍ଟାବାଞ୍ଜି : ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ କଣ୍ଟାବାଞ୍ଜି ବନ୍ଦ ଡାକରା । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ତୁରେଇକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ସହ କଣ୍ଟାବାଞ୍ଜି ଏନଏସି ବନ୍ଦ । ବନ୍ଦକୁ ଖପ୍ରାଖୋଲ ଓ ବେଲପଡା ବ୍ଲକରୁ ସମର୍ଥନ । ଆଜିର ଏହି ବନ୍ଦ ରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କାର୍ୟ୍ୟାଳୟ ବନ୍ଦ ରହିଛି ଗାଡି ମଟର ଚଳାଚଳ ମଧ୍ୟ ବନ୍ଦ ରହିଛି । ଜରୁରୀ କାଳୀନ ସେବାକୁ ଏବଂ ପରୀକ୍ଷା ଚାଲୁଥିବା ସ୍କୁଲ କୁ ବନ୍ଦରୁ ବାଦ ଦିଆଯାଇଛି । ସ୍ଥାନିୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତା ମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦଶନ କରୁଛନ୍ତି । ଆଜିର ଏହି ବନ୍ଦରେ ସହରର ୩୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login