ପାରାଦୀପ/ସୁବର୍ଣ୍ଣପୁର: ଏନେସି ଦାବିରେ ୧୨ ଘଣ୍ଟିଆ କୁଜଙ୍ଗ ବନ୍ଦ । ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ ପକ୍ଷରୁ ବନ୍ଦ ପାଳନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ ।
ସେହିପରି ଏନଏସି ଦାବିରେ ୬ ଘଣ୍ଟିଆ ଉଲୁଣ୍ଡା ବନ୍ଦ । ଉଲୁଣ୍ଡା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ପାଳନ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ । ଦୋକାନ ବଜାର ସହ ଗାଡି ଚଳାଚଳ ବନ୍ଦ ରହିଛି ।
Views: 78











