The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୧୪ ଦିନ ପରେ କର୍ଫ୍ୟୁ କଟକଣାରୁ ସମ୍ପୂର୍ଣ୍ଣ ମୁକ୍ତ ହେଲେ ସମ୍ବଲପୁରବାସୀ

Facebook
Twitter
LinkedIn

ସମ୍ବଲପୁର: ସମ୍ବଲପୁରରୁ ଉଠିଲା କର୍ଫ୍ୟୁ । ୧୪ ଦିନ ପରେ କର୍ଫ୍ୟୁ କଟକଣାରୁ ସମ୍ପୂର୍ଣ୍ଣ ମୁକ୍ତ ହୋଇଛନ୍ତି ସମ୍ବଲପୁରବାସୀ । ହନୁମାନ ଜୟନ୍ତୀ ବାଇକ୍ ଶୋଭାଯାତ୍ରା ଉପରକୁ ପଥରମାଡ଼ ଓ ଆକ୍ରମଣ ପରେ ଅଶାନ୍ତ ହୋଇଥିଲା ସମ୍ବଲପୁର । ସ୍ଥିତି ନିୟନ୍ତ୍ରଣ ପାଇଁ ଗତ ୧୪ ତାରିଖ ମଧ୍ୟରାତ୍ରିରୁ ସହରରେ ପ୍ରଶାସନ କର୍ଫ୍ୟୁ ଲଗାଇଥିଲା ।୬ଟି ଥାନା ଅଞ୍ଚଳରେ ଲାଗିଥିଲା କଟକଣା । ଶାନ୍ତି ଫେରିବା ପରେ ବିଭିନ୍ନ ପର୍ୟ୍ୟାୟରେ କୋହଳ ହୋଇଥିଲା କର୍ଫ୍ୟୁ । କେବଳ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିଥିଲା । କର୍ଫ୍ୟୁ ଉଠିଥିଲେ ବି ସୋସିଆଲ୍ ମିଡିଆ ଉପରେ ପୋଲିସ ସ୍ୱତନ୍ତ୍ର ନଜର ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login