The Ultimate Managed Hosting Platform
ADVERTISEMENT

୧୪ ଦେଶକୁ ଟ୍ରମ୍ପଙ୍କ ଟାରିଫ ମାଡ

Facebook
Twitter
LinkedIn

ନୂଆଦିଲ୍ଲୀ : ୧୪ ଟି ଦେଶ ଉପରେ ନୂଆ ଟାରିଫ ପ୍ଲାନ ଘୋଷଣା । ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ ।େ୧୪ ଦେଶକୁ ଚିଠି ଲେଖି ନିଷ୍ପତ୍ତି ଜଣାଇଲେ ଟ୍ରମ୍ପ । ଆମେରିକାରେ ୧୪ଟି ଦେଶର ବିଭିନ୍ନ ଉତ୍ପାଦ ଉପରେ ଲାଗିବ ଶୁକ୍ଲ । ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଜାପାନର ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ଓ ଦକ୍ଷିଣ କୋରିଆର ରାଷ୍ଟ୍ରପତି ଲି ଜେ-ମ୍ୟୁଙ୍ଗଙ୍କୁ ଚିଠି ଲେଖିଛନ୍ତି ଟ୍ରମ୍ପ । ଟାରିଫକୁ ଦୀର୍ଘକାଳୀନ ବାଣିଜ୍ୟ ଅସନ୍ତୁଳନ ହ୍ରାସ କରିବା ପାଇଁ ଆମେରିକାର ଅର୍ଥନୀତି ଓ ଜାତୀୟ ସୁରକ୍ଷାକୁ ସୁଦୃଢ଼ କରିବାର ଏକ ପଦକ୍ଷେପ ବୋଲି ଦାବି କରିଛନ୍ତି ଟ୍ରମ୍ପ ।
ଏହି ଟାରିଫ ଜାପାନ ଓ ଦକ୍ଷିଣ କୋରିଆର ଅଟୋମୋବାଇଲ, ଷ୍ଟିଲ ଏବଂ ଅନ୍ୟାନ୍ୟ ଶିଳ୍ପ ଉପରେ ବିଶେଷ ପ୍ରଭାବ ପକାଇବ, କାରଣ ଏହି ଦୁଇ ଦେଶ ଆମେରିକାକୁ ବହୁ ପରିମାଣରେ ଗାଡ଼ି ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ରପ୍ତାନି କରିଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login