The Ultimate Managed Hosting Platform
ADVERTISEMENT

୧୫ ଦିନ ଭିତରେ ନୂଆ ଅବକାରୀ ନୀତି

Facebook
Twitter
LinkedIn

ଭୁବନେଶ୍ୱର : ୧୫ରୁ ୨୦ ଦିନ ଭିତରେ ଆସିବ ନୂଆ ଅବକାରୀ ନୀତି । ସୂଚନା ଦେଲେ ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ଅନୁମୋଦନ ପରେ ଲାଗୁ ହେବ ନୂଆ ଅବକାରୀ ନୀତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login