The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୧୬ ଓ ୧୭ରେ ଅସହ୍ୟ ତାତି

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠାରୁ ଆଭ୍ୟନ୍ତରୀଣ ଓଡିଶାରେ ବଢିବ ତାତି । ଦୁଇ ଦିନରେ ୩ରୁ ୫ ଡିଗ୍ରୀ ଯାଏଁ ବଢିବ ଦିନ ତାପମାତ୍ରା । ୧୬ ଓ ୧୭ ତାରିଖରେ ତାତି ଅସହ୍ୟ ହେବା ନେଇ ସୂଚନା । ଏପ୍ରିଲ୍ ମାସ ପରେ ଏହା ଦ୍ୱିତୀୟ ପର୍ୟ୍ୟାୟ ତାତି ହେବାକୁ ଥିବା ବେଳେ ଏହି ସମୟରେ ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ପରିସ୍ଥିତି ସୃଷ୍ଟି ହେବ। ୧୫ରୁ ତାତି ଆରମ୍ଭ ହୋଇ ଆସନ୍ତା ୩-୪ ଦିନ ପର୍ୟ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ତାତି ବୃଦ୍ଧି ଯୋଗୁଁ କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୪-୬ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ରହିବାକୁ ଥିବା ବେଳେ ବହୁ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିବ। ଏଭଳି ସ୍ଥିତି ପାଇଁ ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁର ପାଇଁ ହିଟ୍ ୱେଭ୍ ଆଲର୍ଟ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login