The Ultimate Managed Hosting Platform
ADVERTISEMENT

୧୭୦ ନକ୍ସଲଙ୍କ ଆତ୍ମସମର୍ପଣ

Facebook
Twitter
LinkedIn

ଛତିଶଗଡ : ଛତିଶଗଡରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହା । ନକ୍ସଲବାଦ ବିରୋଧରେ ବଡ ସଫଳତା କହିଲେ ଶାହା । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ । କାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । କାଲି ଛତିଶଗଡରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର ତ୍ୟାଗ କରିଥିଲେ । ୨୦୨୬ ମାର୍ଚ୍ଚ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତି ବଦ୍ଧ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login