The Ultimate Managed Hosting Platform
ADVERTISEMENT

୧୭୦ ନକ୍ସଲଙ୍କ ଆତ୍ମସମର୍ପଣ

Facebook
Twitter
LinkedIn

ଛତିଶଗଡ : ଛତିଶଗଡରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହା । ନକ୍ସଲବାଦ ବିରୋଧରେ ବଡ ସଫଳତା କହିଲେ ଶାହା । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ । କାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । କାଲି ଛତିଶଗଡରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର ତ୍ୟାଗ କରିଥିଲେ । ୨୦୨୬ ମାର୍ଚ୍ଚ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତି ବଦ୍ଧ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login