The Ultimate Managed Hosting Platform
ADVERTISEMENT

୧୭ ଛତିଶଗଡ ପର୍ଯ୍ୟଟକ ଉଦ୍ଧାର,ଗନ୍ଧମାର୍ଦ୍ଦନ ପାହାଡରେ ଫସିଥିଲେ

Facebook
Twitter
LinkedIn

ପଦ୍ମପୁର : ଗନ୍ଧମାର୍ଦ୍ଦନ ପାହାଡ ଉପରେ ଫଶିଥିବା ୧୭ ଛତିଶଗଡି ପର୍ଯ୍ୟଟକ ଉଦ୍ଧାର । ପ୍ରବଳ ବର୍ଷା ଯୋଗୁଁ ପାହାଡ ଉପରେ ଫସି ରହିଥିଲେ ଛତିଶଗଡର ୧୭ ପର୍ଯ୍ୟଟକ । ନୃସିଂହନାଥଠାରୁ ୫ କିମି ଦୂର କପିଳଧାରା ଜଳପ୍ରପାତ ନିକଟରେ ଫସି ଯାଇଥିଲେ । ସମସ୍ତ ପର୍ୟ୍ୟଟକ ସୁରକ୍ଷିତ ଥିବା ସୂଚନା ମିଳିଛି । ରେସକ୍ୟୁ ଟିମ୍ ରେ ଥିବା ଜଣେ ଫରେଷ୍ଟ ଗାର୍ଡ ଆହତ ହୋଇଛନ୍ତି । ଗତକାଲି ଛତିଶଗଡର କିଛି ପର୍ୟ୍ୟଟକ ଗନ୍ଧମାର୍ଦ୍ଦନ ପାହାଡ ବୁଲିବାକୁ ଯାଇଥିଲେ । ପ୍ରବଳ ବର୍ଷା ଯୋଗୁ ପାହାଡରେ ଫସିଥିଲେ। ବରଗଡ଼ରୁ ବଲାଙ୍ଗୀରକୁ ବ୍ୟାପିଥିବା ଗନ୍ଧମାର୍ଦ୍ଦନ ପର୍ବତର ଶିଖରରେ ଫସିଯାଇଥିଲେ ପର୍ୟ୍ୟଟକ । ତେବେ ପ୍ରବଳ ବର୍ଷା ଯୋଗୁଁ ଉଦ୍ଧାର କାର୍ୟ୍ୟ ବାଧାପ୍ରାପ୍ତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login