The Ultimate Managed Hosting Platform
ADVERTISEMENT

୧୭ ବିଧାୟକଙ୍କୁ ପୁଣି ପ୍ରାର୍ଥୀ କଲା ବିଜେପି

Facebook
Twitter
LinkedIn

ଭୁବନେଶ୍ୱର : ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପ୍ରଥମ ପର୍ୟ୍ୟାୟରେ ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପ୍ରଥମ ପର୍ୟ୍ୟାୟରେ ଟିକେଟ ପାଇଥିବା ୧୭ ବିଧାୟକଙ୍କ ମଧ୍ୟରେ ରହିଛନ୍ତି, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ଶଙ୍କର ଓରାମ, ନାଉରୀ ନାୟକ, ଜୟନାରାୟଣ ମିଶ୍ର, ସୁବାସ ପାଣିଗ୍ରାହୀ, ମୋହନ ଚରଣ ମାଝୀ, ଗଣେଶ ରାମ ଖୁଣ୍ଟିଆ, ଭାସ୍କର ମଢେଇ, ସନାତନ ବିଜୁଳି, ପ୍ରକାଶ ସୋରେନ, ସୂର୍ୟ୍ୟବଂଶୀ ସୂରଜ, ମୁକେଶ ମହାଲିଙ୍ଗ, ନିତ୍ୟାନନ୍ଦ ଗଣ୍ଡ, ପ୍ରଦୀପ୍ତ କୁମାର ନାଏକ, ଜୟନ୍ତ କୁମାର ଷଡଙ୍ଗୀ, କେ ନାରାୟଣ ରାଓଙ୍କୁ ପୁଣିଥରେ ପ୍ରାର୍ଥୀ କରିଛି ବିଜେପି । ଯେଉଁମାନଙ୍କ ମଧ୍ୟରୁ ୧୭ ଜଣ ବିଧାୟକଙ୍କୁ ପୁଣିଥରେ ଭରସିଛି ଦଳ । ଯେଉଁମାନେ ଗତଥର ବିଜେପି ଟିକେଟରେ ବିଜୟୀ ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ; ୭ ମହଲାରୁ ଡେଇଁଲେ ବାପା , ୨ ଶିଶୁଙ୍କର ଚାଲିଗଲା ପ୍ରାଣ

ନୂଆଦିଲ୍ଲୀ : ଦିଲ୍ଲୀରେ ୭ ମହଲା କୋଠାରୁ ଡେଇଁ ବାପା ସହ ୨ ଶିଶୁ ମୃତ । ଦିଲ୍ଲୀ ଦ୍ୱାରକା ଅଞ୍ଚଳର ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ଡେଇଁ...

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୪୦ କରୋନା ପଜିଟିଭ୍‌

ଦେଶରେ ହୁ ହୁଁ ହୋଇ ବଢୁଛି କରୋନା, ଗତ ୨୪ ଘଣ୍ଟାରେ ୩୨୪ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଆକ୍ଟିଭ କେସ୍ ୬୮୧୫ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ...

ADVERTISEMENT
ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ଦ୍ୱାରକା ଅଞ୍ଚଳରେ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଆପାର୍ଟମେଣ୍ଟର ୮ ମହଲା ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ୮ଟି ଅଗ୍ନିଶମ ଟିମ୍ ଦ୍ୱାରା...

Login