ଭୁବନେଶ୍ୱର :ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ବୈଠକରେ ୧୮ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ବସିଥିଲା ବୈଠକ । ‘ମୋ ଘର ଯୋଜନା’କୁ କ୍ୟାବିନେଟରେ ମୋହର । ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସହାୟତା । ୨ଟି ଫିଲ୍ମକୁ କରମୁକ୍ତ ଘୋଷଣା କଲେ ସରକାର । ‘ଡେଲିଭରି ବଏ’ ଓ ‘ଜ୍ୱିଗାଟେ’କୁ କରମୁକ୍ତ ଘୋଷଣା । ପ୍ରତିଷ୍ଠା ହେବ ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ । ୩୩୦.୧୭ କୋଟି ବ୍ୟୟରେ ନିର୍ମାଣ ହେବ ବିଶ୍ୱ ବିଦ୍ୟାଳୟ । ବଲାଙ୍ଗୀରର ୬ଟି ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ । ୨୨୨ଟି ଗାଁର ୧.୬୧ ଲକ୍ଷରୁ ଅଧିକ ବାସିନ୍ଦା ହେବେ ଉପକୃତ । ୬ଟି ପ୍ରକଳ୍ପ ପାଇଁ ୪୨୩ କୋଟିରୁ ଅଧିକ ଖର୍ଚ୍ଚ ହେବ । ଗଜପତିରେ ୨ଟି ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ । ଉପକୃତ ହେବେ ୩୪୬ ଗାଁର ୧ ଲକ୍ଷ ୩୧ ହଜାରରୁ ଅଧିକ ଲୋକ । ଜଳକ୍ଲିଷ୍ଟ ଅଞ୍ଚଳ ପାଇଁ ୩୬୪.୪୦ କୋଟି ଅନୁମୋଦନ । ଭୂତଳ ଜଳର ପୋଷଣୀୟ ବିନିଯୋଗ ପାଇଁ ଖର୍ଚ୍ଚ ହେବ । ଭିସୁଟ ରୂପାନ୍ତର ପାଇଁ ୨ ହଜାର କୋଟିରେ ଆଇଡିପି ମଞ୍ଜୁରି ।
୧୮ଟି ପ୍ରସ୍ତାବକୁ କ୍ୟାବିନେଟରେ ମୋହର

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...