ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପୂର୍ବ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । ଏହାର ପ୍ରଭାବରେ ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।
Views: 88