ଭୁବନେଶ୍ୱର : ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ବର୍ଷା ସମ୍ଭାବନା । ୧୯ ତାରିଖ ମଧ୍ୟରେ ଶୁଖିଲା ପାଗ ଅପରିବର୍ତ୍ତିତ ରହିବ ।
Views: 26