The Ultimate Managed Hosting Platform
ADVERTISEMENT

୧୯ରୁ ୨୧ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ଗରମରୁ ମିଳିବ ତ୍ରାହି । ୧୯ରୁ ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୭୦ କିମି ରହିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। କାଳବୈଶାଖୀ ବେଳେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login