ଭୁବନେଶ୍ୱର : ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣଧୀନ ରହିଛି । ସୈାଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକଙ୍କ ଉତ୍ତର । ରାଜ୍ୟରେ ମାତ୍ର ୧୬ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୁର୍ଣ୍ଣ ହୋଇଛି । ନିର୍ମାଣଧୀନ ୧୯୧ ପାନୀୟଜଳ ପ୍ରକଳ୍ପ ୩ଟି ପର୍ଯ୍ୟାୟରେ ସମ୍ପୁର୍ଣ୍ଣ ହେବ । ୨୦୨୫ ମାର୍ଚ୍ଚ ସୁଦ୍ଧା ୫୬ଟି , ଡିସେମ୍ବର ସୁଦ୍ଧା ୫୪ଟି ସରିବ ।
Views: 37