The Ultimate Managed Hosting Platform
ADVERTISEMENT

୨୦୨୪ ଲୋକସଭା ନିର୍ବାଚନ; ଆରମ୍ଭ ହେଲେ ପ୍ରଥମ ପର୍ଯ୍ୟାୟ ମତଦାନ

Facebook
Twitter
LinkedIn

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ରେ ଆଜି ମତଦାନ ଆରମ୍ଭ ହୋଇଛି । ୧୦୨ ଆସନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ୟ୍ୟାୟରେ ୨୧ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୧୦୨ଟି ଆସନ ପାଇଁ ମତଦାନ ହେଉଛି। ତାମିଲନାଡୁର ସମସ୍ତ ୩୯ଟି ଆସନ ପାଇଁ ଏହି ପର୍ୟ୍ୟାୟରେ ମତଦାନ ହେଉଥିବା ବେଳେ ଉତ୍ତରାଖଣ୍ଡ ୫, ଅରୁଣାଚଳ ପ୍ରଦେଶ ୨,ମେଘାଳୟ ୧, ନାଗାଲାଣ୍ଡ ୧, ପୁଡ଼ୁଚେରୀ ୧, ସିକ୍କିମ୍ ୧, ଲାକ୍ଷାଦ୍ବୀପ ୧, ରାଜସ୍ଥାନ ୧୨, ଉତ୍ତରପ୍ରଦେଶ ୮, ମଧ୍ୟପ୍ରଦେଶ ୬, ମହାରାଷ୍ଟ୍ର ଏବଂ ଆସାମରେ ପ୍ରତ୍ୟେକ ୫,ବିହାର ୪, ପଶ୍ଚିମବଙ୍ଗ ୩ , ମଣିପୁର ୨ ଏବଂ ତ୍ରିପୁରା, ଜମ୍ମୁ-କାଶ୍ମୀର ଓ ଛତିଶଗଡ଼ରେ ଗୋଟିଏ ଲେଖାଏଁ ଆସନରେ ମତଦାନ ହେଉଛି। ଏହିସବୁ ରାଜ୍ୟରେ ଯେଭଳି ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହେବ ସେଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login