The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୨୧ ଯାଏଁ ବାଲେଶ୍ୱରରେ ରାତି କଟକଣା

Facebook
Twitter
LinkedIn

ବାଲେଶ୍ୱର : ଆସନ୍ତା ୨୧ ତାରିଖ ଯାଏଁ ବାଲେଶ୍ୱର ସହରରେ ରାତ୍ରିକାଳୀନ କଟକଣା । ରାତି ୧୦ରୁ ସକାଳ ୬ ଯାଏଁ ଦୋକାନ , ବଜାର ବନ୍ଦ ରଖିବାକୁ ନିଦେ୍ର୍ଦଶ । ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ଗକୁ ଦୀପାବଳୀ ରହିଛି । ତା ପୂର୍ବରୁ ପ୍ରତିଷେଧମୂଳକ ବ୍ୟବସ୍ଥା ସ୍ବରୂପ ଏହି ପଦକ୍ଷେପ ନିଆଯାଇଛି । ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରଖିବାକୁ ଏଭଳି ପଦକ୍ଷେପ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଛି । ବିଳମ୍ବିତ ରାତି ପର୍ୟ୍ୟନ୍ତ କିଛି ଦୋକାନ ଖୋଲା ରହୁଥିବା ଓ ଏକାଧିକ ଲୋକ ଉପସ୍ଥିତ ରହୁଥିବା ଜିଲ୍ଲା ପ୍ରଶାସନ ନଜରକୁ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ରାତ୍ରିକାଳୀନ କଟକଣା କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login