The Ultimate Managed Hosting Platform
ADVERTISEMENT

୨୨ ଯାଏଁ ବର୍ଷିବ , ଆଜି ୪ ଜିଲ୍ଲାକୁ ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ବର୍ଷା । ଏ ନେଇ ଜନଜୀବନ ପ୍ରଭାବିତ ହେଉଛି । ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ । ଅନ୍ୟପଟେ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡକୁ ମୁହାଁଇବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ୟ୍ୟନ୍ତ ଲାଗି ରହିବ ବର୍ଷା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

କଟକ : ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ...

Login